📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
Tapamatra - Chakra Debapriya Priyadarshi

Tapamatra - Chakra Debapriya Priyadarshi

କାହାଣୀରେ ଜୀବନ ଥିଲେ କାହାଣୀ ହୁଏ ହୃଦ୍ୟ । ଜୀବନରେ କାହାଣୀ ଥିଲେ ଜୀବନ ହୁଏ ଭବ୍ୟ । ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ରଙ୍କର ଗଳ୍ପଗୁଡ଼ିକରେ ଜୀବନ ଦିଶିଯାଏ । ତେଣୁ ଗଳ୍ପଟିଏ ଆରମ୍ଭ କଲେ ଶେଷ କରିବାକୁ ମନ ବଳେ । ବେଳେବେଳେ ଚମକାଇ ଦିଏ 'ପଜଲ୍‌' ଭଳି ଗଳ୍ପ ଯାହା ଘଟିବା ଉଚିତ୍ ନହେଲେ ମଧ୍ୟ ସମାଜରେ ଘଟୁନାହିଁ ବୋଲି କହିହେବ ନାହିଁ । ତାଙ୍କର 'ଭାତବାଲା' ଗଳ୍ପ ସତ୍ୟର ଗଳ୍ପରୂପ ପରି ଲାଗେ, ହୃଦୟକୁ ଛୁଏଁ । ତାଙ୍କର ଗଳ୍ପଗୁଡ଼ିକ ଆକାଶରୁ ଉଲ୍‌କା ଭଳି ଖସନ୍ତି ନାହିଁ, ମାଟିରୁ ପାଦତଳର ଘାସ ଭଳି ମୁଣ୍ଡ ଟେକନ୍ତି, ସମାଜର ଚିତ୍ରପଟ ପାଲଟିଯାଆନ୍ତି । ଦେବପ୍ରିୟଙ୍କର ହାତମୁଠାରେ ଜୀବନ କଥାକୁହେ । ତାଙ୍କର ଗାଳ୍ପିକ ଜୀବନ ସମ୍ଭାବନାମୟ । ଅଶେଷ ଆଶୀର୍ବାଦ ।

- ପ୍ରତିଭା ରାୟ


ଦେବପ୍ରିୟଙ୍କ କାହାଣୀରେ ନାଟକ ଅଛି, କବିତାର ଝଲକ ଅଛି । ଅନେକ ଗପ ଏକ ନିଶ୍ୱାସରେ ପଢିବା ଭଳି । ସାଧାରଣ ଜୀବନ ଭିତରେ ଅସାଧାରଣ ଚରିତ୍ରକୁ ଆବିଷ୍କାର କରିବାରେ ତାଙ୍କର ରହିଛି ଅଦ୍ଭୁତ ଦକ୍ଷତା ।

- ତରୁଣକାନ୍ତି ମିଶ୍ର


ଜଣେ ସଚେତନ ଓ ସଂଯତ ଗାଳ୍ପିକ ରୂପେ ନିଜର ପରିଚୟ ସୃଷ୍ଟି କରିିଥିବା ଦେବପ୍ରିୟ ଚଳନ୍ତି ସମୟର ଅନ୍ୟତମ ଅଗ୍ରଣୀ ଯୁବ ଲେଖକ । ଓଡ଼ିଆ ଗଳ୍ପର ପ୍ରବାହଧାରାକୁ ଅବିରତ ପ୍ରଖର କରିବାଦିଗରେ ତାଙ୍କର ଯୋଗଦାନ ଉଲ୍ଲେଖନୀୟ । ଦେବପ୍ରିୟଙ୍କ ଗଳ୍ପର କଥାବସ୍ତୁ ତାଙ୍କ ଅନୁଭୂତିରୁ ଉପଜାତ ଏବଂ ଉପସ୍ଥାପନା ଶୈଳୀ ଅଭିନବ ।

-ସଦାନନ୍ଦ ତ୍ରିପାଠୀ


ଦେବପ୍ରିୟ ସମକାଳର ଜଣେ ଅନୁଭୂତିସଂପନ୍ନ ନିଷ୍ଠାପର କଥାକାର । ତାଙ୍କ ଗଳ୍ପର ଆତ୍ମା - ବଳିଷ୍ଠ କାହାଣୀ, ସାମାଜିକ ବାସ୍ତବତା ଓ ପ୍ରତ୍ୟକ୍ଷ ଅନୁଭବର କଳାତ୍ମକ ଉପସ୍ଥାପନ । ବର୍ଣ୍ଣନାର ସଂକ୍ଷିପ୍ତତା ଓ କଥାକୁହା ଭାଷାର ପ୍ରୟୋଗ ଯୋଗୁ ଆରମ୍ଭରୁ ଶେଷ ଯାଏ ସ୍ରୋତର ଅନୁକୂଳରେ ପାଠକକୁ ଭସାଇନିଏ ତାଙ୍କ ଗପ ନଈର ମଝଧାର । ଓଡ଼ିଆ ସାହିତ୍ୟର ଗପ ପୃଥିବୀରେ ଦେବପ୍ରିୟ ପାଠକୀୟତାର ସଶକ୍ତ ଯୁକ୍ତାକ୍ଷର ।

-ଭୀମ ପୃଷ୍ଟି




EAN: 9781645601654
Symbol
225GID03527KS
Rok wydania
2021
Elementy
122
Oprawa
Miekka
Format
14.0x21.6cm
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
72,79 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
225GID03527KS
Kod producenta
9781645601654
Rok wydania
2021
Elementy
122
Oprawa
Miekka
Format
14.0x21.6cm
Autorzy
Chakra Debapriya Priyadarshi

କାହାଣୀରେ ଜୀବନ ଥିଲେ କାହାଣୀ ହୁଏ ହୃଦ୍ୟ । ଜୀବନରେ କାହାଣୀ ଥିଲେ ଜୀବନ ହୁଏ ଭବ୍ୟ । ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ରଙ୍କର ଗଳ୍ପଗୁଡ଼ିକରେ ଜୀବନ ଦିଶିଯାଏ । ତେଣୁ ଗଳ୍ପଟିଏ ଆରମ୍ଭ କଲେ ଶେଷ କରିବାକୁ ମନ ବଳେ । ବେଳେବେଳେ ଚମକାଇ ଦିଏ 'ପଜଲ୍‌' ଭଳି ଗଳ୍ପ ଯାହା ଘଟିବା ଉଚିତ୍ ନହେଲେ ମଧ୍ୟ ସମାଜରେ ଘଟୁନାହିଁ ବୋଲି କହିହେବ ନାହିଁ । ତାଙ୍କର 'ଭାତବାଲା' ଗଳ୍ପ ସତ୍ୟର ଗଳ୍ପରୂପ ପରି ଲାଗେ, ହୃଦୟକୁ ଛୁଏଁ । ତାଙ୍କର ଗଳ୍ପଗୁଡ଼ିକ ଆକାଶରୁ ଉଲ୍‌କା ଭଳି ଖସନ୍ତି ନାହିଁ, ମାଟିରୁ ପାଦତଳର ଘାସ ଭଳି ମୁଣ୍ଡ ଟେକନ୍ତି, ସମାଜର ଚିତ୍ରପଟ ପାଲଟିଯାଆନ୍ତି । ଦେବପ୍ରିୟଙ୍କର ହାତମୁଠାରେ ଜୀବନ କଥାକୁହେ । ତାଙ୍କର ଗାଳ୍ପିକ ଜୀବନ ସମ୍ଭାବନାମୟ । ଅଶେଷ ଆଶୀର୍ବାଦ ।

- ପ୍ରତିଭା ରାୟ


ଦେବପ୍ରିୟଙ୍କ କାହାଣୀରେ ନାଟକ ଅଛି, କବିତାର ଝଲକ ଅଛି । ଅନେକ ଗପ ଏକ ନିଶ୍ୱାସରେ ପଢିବା ଭଳି । ସାଧାରଣ ଜୀବନ ଭିତରେ ଅସାଧାରଣ ଚରିତ୍ରକୁ ଆବିଷ୍କାର କରିବାରେ ତାଙ୍କର ରହିଛି ଅଦ୍ଭୁତ ଦକ୍ଷତା ।

- ତରୁଣକାନ୍ତି ମିଶ୍ର


ଜଣେ ସଚେତନ ଓ ସଂଯତ ଗାଳ୍ପିକ ରୂପେ ନିଜର ପରିଚୟ ସୃଷ୍ଟି କରିିଥିବା ଦେବପ୍ରିୟ ଚଳନ୍ତି ସମୟର ଅନ୍ୟତମ ଅଗ୍ରଣୀ ଯୁବ ଲେଖକ । ଓଡ଼ିଆ ଗଳ୍ପର ପ୍ରବାହଧାରାକୁ ଅବିରତ ପ୍ରଖର କରିବାଦିଗରେ ତାଙ୍କର ଯୋଗଦାନ ଉଲ୍ଲେଖନୀୟ । ଦେବପ୍ରିୟଙ୍କ ଗଳ୍ପର କଥାବସ୍ତୁ ତାଙ୍କ ଅନୁଭୂତିରୁ ଉପଜାତ ଏବଂ ଉପସ୍ଥାପନା ଶୈଳୀ ଅଭିନବ ।

-ସଦାନନ୍ଦ ତ୍ରିପାଠୀ


ଦେବପ୍ରିୟ ସମକାଳର ଜଣେ ଅନୁଭୂତିସଂପନ୍ନ ନିଷ୍ଠାପର କଥାକାର । ତାଙ୍କ ଗଳ୍ପର ଆତ୍ମା - ବଳିଷ୍ଠ କାହାଣୀ, ସାମାଜିକ ବାସ୍ତବତା ଓ ପ୍ରତ୍ୟକ୍ଷ ଅନୁଭବର କଳାତ୍ମକ ଉପସ୍ଥାପନ । ବର୍ଣ୍ଣନାର ସଂକ୍ଷିପ୍ତତା ଓ କଥାକୁହା ଭାଷାର ପ୍ରୟୋଗ ଯୋଗୁ ଆରମ୍ଭରୁ ଶେଷ ଯାଏ ସ୍ରୋତର ଅନୁକୂଳରେ ପାଠକକୁ ଭସାଇନିଏ ତାଙ୍କ ଗପ ନଈର ମଝଧାର । ଓଡ଼ିଆ ସାହିତ୍ୟର ଗପ ପୃଥିବୀରେ ଦେବପ୍ରିୟ ପାଠକୀୟତାର ସଶକ୍ତ ଯୁକ୍ତାକ୍ଷର ।

-ଭୀମ ପୃଷ୍ଟି




EAN: 9781645601654
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13723 opinii
pixel