Bhinna Srota - Mishra Sneha
Bhinna Srota - Mishra Sneha
AutorzyMishra Sneha
ଏଇ ଗଳ୍ପ ସଂକଳନ - ଭିନ୍ନ ସ୍ରୋତ ରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି। ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ। ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ। ଏକ ସାଧାରଣ/ସ୍ଵାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ। ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ର ମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ଵାତନ୍ତ୍ର୍ୟ।
EAN: 9781645601692

Bez ryzyka
14 dni na łatwy zwrot

Szeroki asortyment
ponad milion pozycji

Niskie ceny i rabaty
nawet do 50% każdego dnia
Niepotwierdzona zakupem
Ocena: /5
Marka
Symbol
226GID03527KS
Kod producenta
9781645601692
Rok wydania
2021
Elementy
114
Oprawa
Miekka
Format
14.0x21.6cm
Autorzy
Mishra Sneha

ଏଇ ଗଳ୍ପ ସଂକଳନ - ଭିନ୍ନ ସ୍ରୋତ ରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି। ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ। ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ। ଏକ ସାଧାରଣ/ସ୍ଵାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ। ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ର ମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ଵାତନ୍ତ୍ର୍ୟ।
EAN: 9781645601692
Niepotwierdzona zakupem
Ocena: /5
Zapytaj o produkt
Niepotwierdzona zakupem
Ocena: /5
Napisz swoją opinię