📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
ADWAITA MOHANTY SAMAGRA SARJANA SAMBHAR - Mohanty Adwaita Prasad

ADWAITA MOHANTY SAMAGRA SARJANA SAMBHAR - Mohanty Adwaita Prasad

ଅଦ୍ୱୈତ ପ୍ରସାଦ ମହାନ୍ତିଙ୍କ ଜୀବନୀରୁ ଜାଣିଲେ ଯେ ସେ ପ୍ରଥମେ କବି, ପରେ ଗାଳ୍ପିକ, ପରେ ପ୍ରାବନ୍ଧିକ ଓ ଶେଷରେ ଔପନ୍ୟାସିକ । ଯାହା ପୂର୍ବରୁ କୁହାଯାଇଛି 'ସମାଜ'ରେ ତାଙ୍କର କବିତା ହିଁ ପ୍ରଥମେ ପ୍ରକାଶ ପାଇଥିଲା (୧୯୫୮) । ପରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ପୁରସ୍କୃତ ଗଳ୍ପ ସଂପୃକ୍ତ ସଂସ୍ଥାର ମୁଖପତ୍ରରେ ପ୍ରକାଶ ପାଇଥିଲା (୧୯୬୦) । ପ୍ରଜାତନ୍ତ୍ରରେ ପ୍ରବନ୍ଧ ରଚନା ପାଇଁ ସେ ପୁରସ୍କାର ପାଇଛନ୍ତି (୧୯୬୯) । ଉପନ୍ୟାସ ଲେଖନ୍ତି ୧୯୮୩ ମସିହାରେ । ଏଣୁ ତାଙ୍କ ସର୍ଜନା ବିଚାର ସେହି କ୍ରମରେ କରିବା (କ) କବି ଅଦ୍ୱୈତ ପ୍ରସାଦ (ଖ) ପ୍ରାବନ୍ଧିକ ଅଦ୍ୱୈତ ପ୍ରସାଦ (ଗ) ଗାଳ୍ପିକ ଅଦ୍ୱୈତ ପ୍ରସାଦ (ଘ) ଔପନ୍ୟାସିକ ଅଦ୍ୱୈତ ପ୍ରସାଦ (ଙ) ଉପସଂହାର ।

    ଲେଖାଲେଖିରୁ ଅଦ୍ୱୈତ ପ୍ରସାଦ କିଛି ପାଇ ନଥିଲେ (ସ୍ଥୂଳ ଅର୍ଥରେ ଧନ, ବୈଭବ, ପୁରସ୍କାର, ଚର୍ଚ୍ଚା, ପ୍ରଶଂସା) ଏପରିକି ନିଜ ଲେଖାର ବହିରୂପ ସୁଦ୍ଧା ଦୁଇଖଣ୍ଡ ମାତ୍ର ଦେଖିପାରିଥିଲେ; ତଥାପି ସେ କହୁଥିଲେ (ଆଗାମୀ ଜନ୍ମରେ କ'ଣ ହୋଇ ଜନ୍ମିବାକୁ ଇଚ୍ଛା? ପ୍ରଶ୍ନର ଉତ୍ତରରେ) - "ଲେଖକଟିଏ । ଇହକାଳରେ ଚେତନାର ଯେଉଁସ୍ତରକୁ ଉଠି ମୋର ଅନ୍ତିମ ରଚନାଟି ଲେଖିଥିବି ପରଜନ୍ମରେ ସେହିଠାରୁ ମୋର ଜୀବନାରମ୍ଭ ହେଉ ଏହାହିଁ ମୋର ଅନ୍ତିମ ଇଚ୍ଛା ।"

ଆତ୍ମରକ୍ଷା ଉପନ୍ୟାସର ନାୟକର ଆଦର୍ଶ ପରି ଏବଜନ୍ମର ସଂସ୍କାର ଓ ଚେତନାର ସର୍ବୋଚ୍ଚ ସ୍ଥିତିଟି ଆରଜନ୍ମର ଅୟମାରମ୍ଭ ସ୍ତର ହେଉ- କାମନା କରୁଥିବା ଜୀବନ ଶୁଭବିଶ୍ୱାସୀ, ଜଗତ କଲ୍ୟାଣକାମୀ, ଋଷିପ୍ରତିମ ଅଦ୍ୱୈତ ମହାନ୍ତିଙ୍କ ସମଗ୍ର ଜୀବନ ଥିଲା ସାହିତ୍ୟ ସମର୍ପିତ ।



EAN: 9781645604877
Symbol
131GMK03527KS
Rok wydania
2024
Elementy
554
Oprawa
Miekka
Format
17.0x24.4cm
Redakcja
Parida Prakash Kumar
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
163,67 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
131GMK03527KS
Kod producenta
9781645604877
Rok wydania
2024
Elementy
554
Oprawa
Miekka
Format
17.0x24.4cm
Redakcja
Parida Prakash Kumar
Autorzy
Mohanty Adwaita Prasad

ଅଦ୍ୱୈତ ପ୍ରସାଦ ମହାନ୍ତିଙ୍କ ଜୀବନୀରୁ ଜାଣିଲେ ଯେ ସେ ପ୍ରଥମେ କବି, ପରେ ଗାଳ୍ପିକ, ପରେ ପ୍ରାବନ୍ଧିକ ଓ ଶେଷରେ ଔପନ୍ୟାସିକ । ଯାହା ପୂର୍ବରୁ କୁହାଯାଇଛି 'ସମାଜ'ରେ ତାଙ୍କର କବିତା ହିଁ ପ୍ରଥମେ ପ୍ରକାଶ ପାଇଥିଲା (୧୯୫୮) । ପରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ପୁରସ୍କୃତ ଗଳ୍ପ ସଂପୃକ୍ତ ସଂସ୍ଥାର ମୁଖପତ୍ରରେ ପ୍ରକାଶ ପାଇଥିଲା (୧୯୬୦) । ପ୍ରଜାତନ୍ତ୍ରରେ ପ୍ରବନ୍ଧ ରଚନା ପାଇଁ ସେ ପୁରସ୍କାର ପାଇଛନ୍ତି (୧୯୬୯) । ଉପନ୍ୟାସ ଲେଖନ୍ତି ୧୯୮୩ ମସିହାରେ । ଏଣୁ ତାଙ୍କ ସର୍ଜନା ବିଚାର ସେହି କ୍ରମରେ କରିବା (କ) କବି ଅଦ୍ୱୈତ ପ୍ରସାଦ (ଖ) ପ୍ରାବନ୍ଧିକ ଅଦ୍ୱୈତ ପ୍ରସାଦ (ଗ) ଗାଳ୍ପିକ ଅଦ୍ୱୈତ ପ୍ରସାଦ (ଘ) ଔପନ୍ୟାସିକ ଅଦ୍ୱୈତ ପ୍ରସାଦ (ଙ) ଉପସଂହାର ।

    ଲେଖାଲେଖିରୁ ଅଦ୍ୱୈତ ପ୍ରସାଦ କିଛି ପାଇ ନଥିଲେ (ସ୍ଥୂଳ ଅର୍ଥରେ ଧନ, ବୈଭବ, ପୁରସ୍କାର, ଚର୍ଚ୍ଚା, ପ୍ରଶଂସା) ଏପରିକି ନିଜ ଲେଖାର ବହିରୂପ ସୁଦ୍ଧା ଦୁଇଖଣ୍ଡ ମାତ୍ର ଦେଖିପାରିଥିଲେ; ତଥାପି ସେ କହୁଥିଲେ (ଆଗାମୀ ଜନ୍ମରେ କ'ଣ ହୋଇ ଜନ୍ମିବାକୁ ଇଚ୍ଛା? ପ୍ରଶ୍ନର ଉତ୍ତରରେ) - "ଲେଖକଟିଏ । ଇହକାଳରେ ଚେତନାର ଯେଉଁସ୍ତରକୁ ଉଠି ମୋର ଅନ୍ତିମ ରଚନାଟି ଲେଖିଥିବି ପରଜନ୍ମରେ ସେହିଠାରୁ ମୋର ଜୀବନାରମ୍ଭ ହେଉ ଏହାହିଁ ମୋର ଅନ୍ତିମ ଇଚ୍ଛା ।"

ଆତ୍ମରକ୍ଷା ଉପନ୍ୟାସର ନାୟକର ଆଦର୍ଶ ପରି ଏବଜନ୍ମର ସଂସ୍କାର ଓ ଚେତନାର ସର୍ବୋଚ୍ଚ ସ୍ଥିତିଟି ଆରଜନ୍ମର ଅୟମାରମ୍ଭ ସ୍ତର ହେଉ- କାମନା କରୁଥିବା ଜୀବନ ଶୁଭବିଶ୍ୱାସୀ, ଜଗତ କଲ୍ୟାଣକାମୀ, ଋଷିପ୍ରତିମ ଅଦ୍ୱୈତ ମହାନ୍ତିଙ୍କ ସମଗ୍ର ଜୀବନ ଥିଲା ସାହିତ୍ୟ ସମର୍ପିତ ।



EAN: 9781645604877
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13719 opinii
pixel