📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
Tanmaya Dhuli - Satpathy Pratibha

Tanmaya Dhuli - Satpathy Pratibha

ଧୂଳିକଣା ପକ୍ଷରେ କ'ଣ ନକ୍ଷତ୍ର ପର୍ଯ୍ୟନ୍ତ ପହଞ୍ଚିବା ସମ୍ଭବ? ଅସମ୍ଭବ ନିଶ୍ଚୟ । ତେବେ କ'ଣ ଚେଷ୍ଟା କରାଯିବ? ତାହାହିଁ ସଂଗତ । ମଣିଷ ପ୍ରେମରେ ଅସଂପୂର୍ଣ୍ଣ, ସିଦ୍ଧାନ୍ତ ଘେନିବାରେ ଅନିଶ୍ଚିତ ଆଉ ମୃତ୍ୟୁ ସମ୍ମୁଖରେ ବଡ଼ ଅସହାୟ; ତଥାପି ସେହି ଅସମର୍ଥ ଜୀବନ ଘେନି କବି ଗାଲିବଙ୍କର ସେହି ସଂଗତ କାର୍ଯ୍ୟଟିକୁ ସେ କରି ଚାଲିଥାଏ ଚିରକାଳ, ସୂର୍ଯ୍ୟାଭିସରଣରେ ସମୁଦ୍ୟତ କରିଥାଏ ନିରନ୍ତର । ବ୍ୟର୍ଥତା ଅବଶ୍ୟ ଅମୋଘ । ତେବେ ଯାହାକୁ ଆମେ ବ୍ୟର୍ଥତା କହୁଛେ ତହିଁର ଅପର ପ୍ରାନ୍ତରେ ବିଦ୍ୟମାନ ରହିଛି ପରମ ସାର୍ଥକତା, ଶୂନ୍ୟର ଅପର ପ୍ରାନ୍ତରେ ବର୍ତ୍ତମାନ ଅଖଣ୍ଡ ପୂର୍ଣ୍ଣତା, ବ୍ୟବଧାନ ଅସେତୁ ସମ୍ଭବ । ବିରହ ଅବସ୍ଥା ହିଁ ତେଣୁ ଚୈତନ୍ୟ ପୀଡ଼ିତ ମଣିଷର ବଂଚିବାର ଏକମାତ୍ର ସର୍ତ୍ତ ଓ ପାଥେୟ । ପ୍ରେମରେ ଉତ୍ତୀର୍ଣ୍ଣତା, ମିଳନରେ ଚରିତାର୍ଥତା - ଯାହା ସର୍ବଦା ଅନୁପସ୍ଥିତ । ଭଲ କବିଏ ତେଣୁ ଅମୃତର ଆକାଂକ୍ଷା ଓ ସଂଧାନ ଘେନି କବିତା ଲେଖିଥାନ୍ତି । ଯାହା ଅଲବ୍ଧ ଓ ଅପ୍ରାପଣୀୟ ତାହାରି ପାଇଁ ଶେଷକଥା । ବିରହ ଦୁଃଖ ମୂଲ୍ୟବାନ । କବିତାର ବିଶେଷତ୍ୱ ଏଇଠି, ମୂଲ୍ୟ ବି । କବିତା ମୂଲ୍ୟବାନ କେବଳ କବିତା ବୋଲି ନୁହେଁ, ତାହା ଚୈତନ୍ୟର ପ୍ରସୂନ ବୋଲି ମୂଲ୍ୟବାନ । ଆଉ ଚୈତନ୍ୟ ମାନେ ଆଧ୍ୟାତ୍ମିକ । କବି ପ୍ରତିଭା ଶତପଥୀ କବିତାରେ ସେହି ଅମୃତ ସଂଧାନରେ ଅଭିସରଣ ସମୁତ୍ସୁକ । ତାଙ୍କ କବିତାକୁ ତେଣୁ ଅଧ୍ୟାତ୍ମ ଭାବନାରୁ ବିଚ୍ଛିନ୍ନ କରି ଦେଖି ହୁଏ ନାହିଁ । ସେ କବିତା ଲେଖନ୍ତି ଅଧ୍ୟାତ୍ମ ଐତିହ୍ୟର ଉତ୍ତରାଧିକାର ଘେନି । ସେଇଥିପାଇଁ ତାଙ୍କ 'ଶବରୀ', 'ତନ୍ମୟଧୂଳି' ଓ 'ଅଧା ଅଧା ନକ୍ଷତ୍ର' ପରି କବିତା ସଙ୍କଳନର ରଚନା । 



EAN: 9781645605102
Symbol
849GMM03527KS
Rok wydania
2024
Elementy
126
Oprawa
Miekka
Format
14.0x21.6cm
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
90,16 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
849GMM03527KS
Kod producenta
9781645605102
Rok wydania
2024
Elementy
126
Oprawa
Miekka
Format
14.0x21.6cm
Autorzy
Satpathy Pratibha

ଧୂଳିକଣା ପକ୍ଷରେ କ'ଣ ନକ୍ଷତ୍ର ପର୍ଯ୍ୟନ୍ତ ପହଞ୍ଚିବା ସମ୍ଭବ? ଅସମ୍ଭବ ନିଶ୍ଚୟ । ତେବେ କ'ଣ ଚେଷ୍ଟା କରାଯିବ? ତାହାହିଁ ସଂଗତ । ମଣିଷ ପ୍ରେମରେ ଅସଂପୂର୍ଣ୍ଣ, ସିଦ୍ଧାନ୍ତ ଘେନିବାରେ ଅନିଶ୍ଚିତ ଆଉ ମୃତ୍ୟୁ ସମ୍ମୁଖରେ ବଡ଼ ଅସହାୟ; ତଥାପି ସେହି ଅସମର୍ଥ ଜୀବନ ଘେନି କବି ଗାଲିବଙ୍କର ସେହି ସଂଗତ କାର୍ଯ୍ୟଟିକୁ ସେ କରି ଚାଲିଥାଏ ଚିରକାଳ, ସୂର୍ଯ୍ୟାଭିସରଣରେ ସମୁଦ୍ୟତ କରିଥାଏ ନିରନ୍ତର । ବ୍ୟର୍ଥତା ଅବଶ୍ୟ ଅମୋଘ । ତେବେ ଯାହାକୁ ଆମେ ବ୍ୟର୍ଥତା କହୁଛେ ତହିଁର ଅପର ପ୍ରାନ୍ତରେ ବିଦ୍ୟମାନ ରହିଛି ପରମ ସାର୍ଥକତା, ଶୂନ୍ୟର ଅପର ପ୍ରାନ୍ତରେ ବର୍ତ୍ତମାନ ଅଖଣ୍ଡ ପୂର୍ଣ୍ଣତା, ବ୍ୟବଧାନ ଅସେତୁ ସମ୍ଭବ । ବିରହ ଅବସ୍ଥା ହିଁ ତେଣୁ ଚୈତନ୍ୟ ପୀଡ଼ିତ ମଣିଷର ବଂଚିବାର ଏକମାତ୍ର ସର୍ତ୍ତ ଓ ପାଥେୟ । ପ୍ରେମରେ ଉତ୍ତୀର୍ଣ୍ଣତା, ମିଳନରେ ଚରିତାର୍ଥତା - ଯାହା ସର୍ବଦା ଅନୁପସ୍ଥିତ । ଭଲ କବିଏ ତେଣୁ ଅମୃତର ଆକାଂକ୍ଷା ଓ ସଂଧାନ ଘେନି କବିତା ଲେଖିଥାନ୍ତି । ଯାହା ଅଲବ୍ଧ ଓ ଅପ୍ରାପଣୀୟ ତାହାରି ପାଇଁ ଶେଷକଥା । ବିରହ ଦୁଃଖ ମୂଲ୍ୟବାନ । କବିତାର ବିଶେଷତ୍ୱ ଏଇଠି, ମୂଲ୍ୟ ବି । କବିତା ମୂଲ୍ୟବାନ କେବଳ କବିତା ବୋଲି ନୁହେଁ, ତାହା ଚୈତନ୍ୟର ପ୍ରସୂନ ବୋଲି ମୂଲ୍ୟବାନ । ଆଉ ଚୈତନ୍ୟ ମାନେ ଆଧ୍ୟାତ୍ମିକ । କବି ପ୍ରତିଭା ଶତପଥୀ କବିତାରେ ସେହି ଅମୃତ ସଂଧାନରେ ଅଭିସରଣ ସମୁତ୍ସୁକ । ତାଙ୍କ କବିତାକୁ ତେଣୁ ଅଧ୍ୟାତ୍ମ ଭାବନାରୁ ବିଚ୍ଛିନ୍ନ କରି ଦେଖି ହୁଏ ନାହିଁ । ସେ କବିତା ଲେଖନ୍ତି ଅଧ୍ୟାତ୍ମ ଐତିହ୍ୟର ଉତ୍ତରାଧିକାର ଘେନି । ସେଇଥିପାଇଁ ତାଙ୍କ 'ଶବରୀ', 'ତନ୍ମୟଧୂଳି' ଓ 'ଅଧା ଅଧା ନକ୍ଷତ୍ର' ପରି କବିତା ସଙ୍କଳନର ରଚନା । 



EAN: 9781645605102
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13720 opinii
pixel