📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
Drasta - Gibran Kahlil

Drasta - Gibran Kahlil

  • Odia translation of The Prophet

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।

              ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର "ଗୀତାଂଜଳି"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍‌ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, "ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।"୍‌

              ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।

              ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ପ୍ରକାଶନ ପରେ ୨୦୧୨ ମସିହା ପର୍ଯ୍ୟନ୍ତ (୮୯ ବର୍ଷରେ) ଇଂରେଜୀ ବହିର ୯୦ ଲକ୍ଷ କପି ବିକ୍ରୀ ହୋଇଛି । ଏହି ବହିଟିର ଅନୁବାଦ ୧୦୮ ଭାଷାରେ କରାଯାଇଛି । ୯୫ ବର୍ଷର ଇତିହାସରେ ୨୦୧୮ ମସିହା ପର୍ଯ୍ୟନ୍ତ ଇଂରେଜୀ ବହିର ୧୮୮ଟି ମୁଦ୍ରଣ ହୋଇ ସାରିଛି ।



EAN: 9781645605324
Symbol
346GNG03527KS
Rok wydania
2024
Elementy
100
Oprawa
Miekka
Format
14.0x21.6cm
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
84,24 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
346GNG03527KS
Kod producenta
9781645605324
Rok wydania
2024
Elementy
100
Oprawa
Miekka
Format
14.0x21.6cm
Autorzy
Gibran Kahlil

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।

              ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର "ଗୀତାଂଜଳି"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍‌ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, "ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।"୍‌

              ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।

              ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ପ୍ରକାଶନ ପରେ ୨୦୧୨ ମସିହା ପର୍ଯ୍ୟନ୍ତ (୮୯ ବର୍ଷରେ) ଇଂରେଜୀ ବହିର ୯୦ ଲକ୍ଷ କପି ବିକ୍ରୀ ହୋଇଛି । ଏହି ବହିଟିର ଅନୁବାଦ ୧୦୮ ଭାଷାରେ କରାଯାଇଛି । ୯୫ ବର୍ଷର ଇତିହାସରେ ୨୦୧୮ ମସିହା ପର୍ଯ୍ୟନ୍ତ ଇଂରେଜୀ ବହିର ୧୮୮ଟି ମୁଦ୍ରଣ ହୋଇ ସାରିଛି ।



EAN: 9781645605324
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13705 opinii
pixel