📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
Hamsaduta - Goswami Rupa

Hamsaduta - Goswami Rupa

'ହଂସଦୂତ' ସଂସ୍କୃତ ସାହିତ୍ୟର ଗୋଟିଏ ପ୍ରତିଷ୍ଠିତ ଦୂତକାବ୍ୟ । ମହାକବି କାଳିଦାସଙ୍କର 'ମେଘଦୂତ'ର ଅନୁସରଣରେ ଦୂତକାବ୍ୟ ସୃଷ୍ଟି ହେବାର ପରମ୍ପରା ଆରମ୍ଭ ହୋଇଥିଲା । ବୈଷ୍ଣବ ଯୁଗର ସମସ୍ତ କାବ୍ୟ ଗଢ଼ିଉଠିଛି ରାଧାକୃଷ୍ଣଙ୍କ ପ୍ରେମର ଅଫୁରନ୍ତ ଲୀଳା ରହସ୍ୟକୁ ଅବଲମ୍ବନ କରି; ତାହା ବୋଲି ବୈଷ୍ଣବ ପ୍ରେମକାବ୍ୟ ଖାଲି ବୈକୁଣ୍ଠର ସଂପଦ ନୁହେଁ । ପାର୍ôଥବ ଜୀବନର ଦୈନନ୍ଦିନ ଗତିପଥରେ ନରନାରୀଙ୍କର ହୃଦୟରେ ଯେଉଁ ଚିରନ୍ତନ ପ୍ରେମର ଘାତପ୍ରତିଘାତ ଚାଲିଛି, ତା'ର ଅନ୍ତରରେ ନିଗୂଢ଼ ସତ୍ୟ ରୂପାୟିତ ହୋଇଛି ଦେବତାଙ୍କ ଉଦ୍ଦେଶ୍ୟରେ ଗୁନ୍ଥା ସେହି ପ୍ରେମର ପୁଷ୍ପ-ମାଳାରେ । ଦେବତାଙ୍କ ଉଦ୍ଦେଶ୍ୟରେ ରଚିତ ପ୍ରେମ-କାବ୍ୟର ସେହି ଖଣିରେ ଲୁଚି ରହିଛି ମଣିଷ ପ୍ରାଣର କଥା ।

              ରୂପ ଗୋସ୍ୱାମୀଙ୍କର 'ହଂସଦୂତ' ସେହି ପ୍ରେମକାବ୍ୟର ଗୋଟିଏ ଶ୍ରେଷ୍ଠ ନିଦର୍ଶନ । ଉଲ୍ଲିଖିତ ଦୂତକାବ୍ୟଗୁଡ଼ିକ ମଧ୍ୟରେ 'ହଂସଦୂତ' ବେଶ୍ ସୁନାମ ଅର୍ଜନ କରିଛି । 'ହଂସଦୂତ'ର ରଚନାକାର ରୂପଗୋସ୍ୱାମୀ ଚୈତନ୍ୟ ମହାପ୍ରଭୁଙ୍କର ପରମ ଅନୁଯାୟୀ ସନାତନ ଗୋସ୍ୱାମୀଙ୍କର ଅନୁଜ । ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଷଡ଼ ଗୋସ୍ୱାମୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ରୂପ ଗୋସ୍ୱାମୀ ।



EAN: 9781645605294
Symbol
477GNG03527KS
Rok wydania
2024
Elementy
118
Oprawa
Miekka
Format
14.0x21.6cm
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
84,81 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
477GNG03527KS
Kod producenta
9781645605294
Rok wydania
2024
Elementy
118
Oprawa
Miekka
Format
14.0x21.6cm
Autorzy
Goswami Rupa

'ହଂସଦୂତ' ସଂସ୍କୃତ ସାହିତ୍ୟର ଗୋଟିଏ ପ୍ରତିଷ୍ଠିତ ଦୂତକାବ୍ୟ । ମହାକବି କାଳିଦାସଙ୍କର 'ମେଘଦୂତ'ର ଅନୁସରଣରେ ଦୂତକାବ୍ୟ ସୃଷ୍ଟି ହେବାର ପରମ୍ପରା ଆରମ୍ଭ ହୋଇଥିଲା । ବୈଷ୍ଣବ ଯୁଗର ସମସ୍ତ କାବ୍ୟ ଗଢ଼ିଉଠିଛି ରାଧାକୃଷ୍ଣଙ୍କ ପ୍ରେମର ଅଫୁରନ୍ତ ଲୀଳା ରହସ୍ୟକୁ ଅବଲମ୍ବନ କରି; ତାହା ବୋଲି ବୈଷ୍ଣବ ପ୍ରେମକାବ୍ୟ ଖାଲି ବୈକୁଣ୍ଠର ସଂପଦ ନୁହେଁ । ପାର୍ôଥବ ଜୀବନର ଦୈନନ୍ଦିନ ଗତିପଥରେ ନରନାରୀଙ୍କର ହୃଦୟରେ ଯେଉଁ ଚିରନ୍ତନ ପ୍ରେମର ଘାତପ୍ରତିଘାତ ଚାଲିଛି, ତା'ର ଅନ୍ତରରେ ନିଗୂଢ଼ ସତ୍ୟ ରୂପାୟିତ ହୋଇଛି ଦେବତାଙ୍କ ଉଦ୍ଦେଶ୍ୟରେ ଗୁନ୍ଥା ସେହି ପ୍ରେମର ପୁଷ୍ପ-ମାଳାରେ । ଦେବତାଙ୍କ ଉଦ୍ଦେଶ୍ୟରେ ରଚିତ ପ୍ରେମ-କାବ୍ୟର ସେହି ଖଣିରେ ଲୁଚି ରହିଛି ମଣିଷ ପ୍ରାଣର କଥା ।

              ରୂପ ଗୋସ୍ୱାମୀଙ୍କର 'ହଂସଦୂତ' ସେହି ପ୍ରେମକାବ୍ୟର ଗୋଟିଏ ଶ୍ରେଷ୍ଠ ନିଦର୍ଶନ । ଉଲ୍ଲିଖିତ ଦୂତକାବ୍ୟଗୁଡ଼ିକ ମଧ୍ୟରେ 'ହଂସଦୂତ' ବେଶ୍ ସୁନାମ ଅର୍ଜନ କରିଛି । 'ହଂସଦୂତ'ର ରଚନାକାର ରୂପଗୋସ୍ୱାମୀ ଚୈତନ୍ୟ ମହାପ୍ରଭୁଙ୍କର ପରମ ଅନୁଯାୟୀ ସନାତନ ଗୋସ୍ୱାମୀଙ୍କର ଅନୁଜ । ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଷଡ଼ ଗୋସ୍ୱାମୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ରୂପ ଗୋସ୍ୱାମୀ ।



EAN: 9781645605294
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13723 opinii
pixel