Nie pozwól, by najlepsze rabaty Cię ominęły – zapisz się do newslettera już teraz!
Darmowa dostawa od 199,00 zł
Ipsita Akasha - Parida Soubhagini
Super cena

Ipsita Akasha - Parida Soubhagini

108,71 zł
/ szt.
Najniższa cena z 30 dni przed obniżką: 104,54 zł / szt.+3%
Cena regularna: 108,93 zł / szt.-0%
z
Możesz kupić także poprzez:
Produkt dostępny
Produkt dostępny
14 dni na łatwy zwrot
Bezpieczne zakupy

ମାଟି ମୋର ଚିରକାଳପ୍ରିୟ । ଏଇ ଧୂଳି ମାଟିର ଧରଣୀରେ ବାରମ୍ବାର ଜନ୍ମ ନେଇ ଏକ ସାର୍ଥକଜୀବନ ଜୀଇଁବା ହିଁ ମୋ ପାଇଁ ମୋକ୍ଷର ପରିଭାଷା । କିନ୍ତୁ ଆକାଶ ମୋର ଚିର ଈପ୍‌ସିତ । ମୁଁ ମାପି ପାରିନାହିଁ ତା'ର ବିସ୍ତୃତି, ନିର୍ଦ୍ଧାରିତ କରିପାରି ନାହିଁ ତା'ର ପରିସୀମା, ମୁଁ ଜାଣି ନାହିଁ କେତେ ଶୂନ୍ୟ ଯୋଗରେ ସେ ମହାଶୂନ୍ୟ । କିନ୍ତୁ ଆକାଶ ଶୂନ୍ୟ ହେଲେ ମଧ୍ୟ ଅସ୍ତିତ୍ୱବାଦର ପ୍ରତୀକ । ସ୍ୱପ୍ନର ଶେଷ ସୀମା । ତା' ଆଗକୁ କିଛି ନାହିଁ, କଳ୍ପନାରେ ସୁଦ୍ଧା । ତେଣୁ ଯେବେଯେବେ ମୋତେ ଗପ ଲାଗେ ମୁଁ ଆକାଶୀମାୟାରେ ମଗ୍ନହୁଏ । ଜହ୍ନରାତି ପରି ବିଞ୍ôଚ ହୋଇପଡ଼େ ନିଜ ଭିତରେ । ଜୀବନର ମହକ ଆଘ୍ରାଣ କରିନିଏ । ଅନୁଭବର ନୀଳନିବିଡ଼ତାରେ ଉଚ୍ଛନ୍ନ ହୁଏ । ଯୋଗିନୀ ସାଜେ । ମନ୍ତ୍ରାବିଷ୍ଟ ହୁଏ । ଲେଖନୀ ଧରେ । ମୋ ବ୍ୟକ୍ତିଗତ ଖାଲିପଣ, ଦୁଃଖ ଓ ଅସହାୟତାକୁ ପାଲଟି ପକାଇ ସାର୍ବଜନୀନତାର ଶାଢ଼ି ପିନ୍ଧେ । ମନ୍ତୁରା ଶବ୍ଦମାନଙ୍କୁ ଗଢ଼େ ଭାଙ୍ଗେ । ସେଗୁଡ଼ିକୁ ଜାଳୁଥାଏ ବାରମ୍ବାର ଉଜ୍ଜ୍ୱଳ ହେବା ନିମନ୍ତେ । ଯେତେ ଜାଳୁଥାଏ, ମୁଁ ଭିତରେ ଭିତରେ ସେତେ ଜଳୁଥାଏ ନିଜସ୍ୱ ଦୁଃଖ ନୁହେଁ, ଚାରିପାଖ ମଣିଷଙ୍କ ଦୁଃଖ ସହ ଯୁଝେ, ପ୍ରେମରେ ଭିଜେ । ସେଇଥିରେ ବତୁରିଯିବାରେ ଓ ଅଙ୍କୁରି ଉଠିବାରେ ତ ମୋ ଲେଖିକା ପଣ । ବାସ୍‌, ଆଉ କିଛି ନୁହେଁ ।

              ସାରା, ସୂର୍ଯ୍ୟାଂଶ, ରୋହିତ ଓ ପିଟରକୁ ପ୍ରିୟ ପାଠକମାନଙ୍କୁ ଉତ୍ସର୍ଗ କରୁଛି । ଆଶା ସେମାନେ ଚରିତ୍ରଗୁଡ଼ିକୁ ବୁଝିବେ, ହୃଦୟ ଦେଇ ।



EAN: 9781645605126
Kod produktu
275GPS03527KS
Rok wydania
2024
Elementy
326
Oprawa
Miekka
Format
14.0x21.6cm
Autorzy
Parida Soubhagini
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Zaufane Opinie IdoSell
4.82 / 5.00 11803 opinii
Zaufane Opinie IdoSell
2025-01-20
Bardzo dziękuję za przesyłkę, przyszła ,gdy tylko wydawnictwo wypuściło książkę , mówiąc szczerze myślałam że będę dłużej czekać.
2025-01-19
Szybka dostawa
pixel