📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
Bhaba Anubhaba - Panigrahi Gagan

Bhaba Anubhaba - Panigrahi Gagan

କବିତା ସାହିତ୍ୟର ଏକ ଗୁରୁତ୍ବ ପୂର୍ଣ୍ଣ ଅଙ୍ଗ । ମନର ଆବେଗ ଓ ଉଚ୍ଛ୍ବାସକୁ ସ୍ବତଃସ୍ଫୁର୍ତ୍ତ ଭାବେ ଭାଷାରେ ରୂପ ଦେଇଥାଏ କବିତା। ଗଗନ ବିହାରୀ ପାଣିଗ୍ରାହୀଙ୍କର କବିତା ସଂକଳନ "ଭାବ-ଅନୁଭବ"ର କବିତା ଗୁଡ଼ିକ ପଢ଼ିଲେ ଲାଗେ ସତେ ଯେପରି କବିତା ମାଧ୍ୟମରେ କବିଙ୍କର ମନର ଆବେଗ ଭାଷାରେ ପରି ପ୍ରକାଶ ହୋଇଛି। ଏଥିରେ ସନ୍ନିବେଶିତ କବିତା ଗୁଡ଼ିକ ପୂର୍ବ ସଙ୍କଳନ ପରି ଛନ୍ଦୋବଦ୍ଧ ଓ ସୁୁଖପାଠ୍ୟ। ଛନ୍ଦୋବଦ୍ଧ କବିତା ଲେଖିବା କବିଙ୍କର ବିଶେଷତ୍ବ। ଭାଷା ଯେପରି ସରଳ ଭାବ ସେହି ପରି ତରଳ। ଲାଳିତ୍ୟରେ ପୁଟ ଦିଆ କବିତା ଗୁଡିକ ପାଠକଲେ ଲାଗେ ନଦୀର ସ୍ରୋତ ପରି ଏହା ପ୍ରବାହିତ ହେଉଅଛି । ଆଜିକାଲିର ଆଧୁନିକ କବିତା ଭଳି ଦୁର୍ବୋଧ୍ୟତା ଓ ଅବୋଧ୍ୟତା କୌଣସି କବିତାରେ ପରିଲକ୍ଷିତ ହୁଏ ନାହିଁ । କ୍ଷୁଦ୍ର ବୃହତ ସତୁରିଟି କବିତାର ଗୁଚ୍ଛ ଏ ସଂକଳନ । କଥାବସ୍ତୁ କେବଳ ଓଡ଼ିଶାରେ ସୀମିତ ନରହି ଏହା ବିସ୍ତାରୀ ଯାଇଛି ସାରା ବିଶ୍ବକୁ । ବିଷୟ ବସ୍ତୁରେ ସ୍ଥାନ ପାଇଛି ରାମାୟଣ ଓ ମହାଭାରତର ଗଳ୍ପ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧର ବିଭୀଷିକା, କୋଭିଡ଼ ମହାମାରୀ ସମୟରେ ଜୀବନ ଓ ଜୀବିକା, ଆଧ୍ୟାତ୍ମିକ, ସାମାଜିଜ,  ରାଜନୈତିକ, ବ୍ୟଙ୍ଗ ଓ ରମ୍ୟ ରଚନା ।  ନାନା ପ୍ରକାର ବିଷୟ ବସ୍ତୁ ହୋଇ ଥିବାରୁ ଏହାର ସମସ୍ତ କବିତାକୁ ସାତଟି ବିଭାଗରେ ବିଭକ୍ତ କରା ହୋଇଅଛି । କବିତା ଗୁଡ଼ିକରେ ଓଡିଆ ଓ ଓଡିଶାର ଚିରାଚରିତ କବିତା ଶୈଳୀ ସହ ସନେଟ୍‌, ଲିରିକ୍ସ, ଏଲିଜି ଓ ବାଲାଡରେ ଭରପୁର । ଆଶାକରା ଯାଏ ଏ କବିତା ସଂକଳନ ପୂର୍ବ ସଂକଳନ ପରି ପୁଣି ଥରେ ପାଠକ/ପାଠିକା ମାନଙ୍କର ଦୃଦୟଗ୍ରାହୀ ହୋଇ ତାଙ୍କୁ ଆମୋଦ ପ୍ରଦାନ କରିବାରେ ସକ୍ଷମ ହେବ ।



EAN: 9781645605560
Symbol
900GQL03527KS
Rok wydania
2024
Oprawa
Miekka
Format
14.0x21.6cm
Strony
256
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
105,77 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
900GQL03527KS
Kod producenta
9781645605560
Rok wydania
2024
Oprawa
Miekka
Format
14.0x21.6cm
Strony
256
Autorzy
Panigrahi Gagan

କବିତା ସାହିତ୍ୟର ଏକ ଗୁରୁତ୍ବ ପୂର୍ଣ୍ଣ ଅଙ୍ଗ । ମନର ଆବେଗ ଓ ଉଚ୍ଛ୍ବାସକୁ ସ୍ବତଃସ୍ଫୁର୍ତ୍ତ ଭାବେ ଭାଷାରେ ରୂପ ଦେଇଥାଏ କବିତା। ଗଗନ ବିହାରୀ ପାଣିଗ୍ରାହୀଙ୍କର କବିତା ସଂକଳନ "ଭାବ-ଅନୁଭବ"ର କବିତା ଗୁଡ଼ିକ ପଢ଼ିଲେ ଲାଗେ ସତେ ଯେପରି କବିତା ମାଧ୍ୟମରେ କବିଙ୍କର ମନର ଆବେଗ ଭାଷାରେ ପରି ପ୍ରକାଶ ହୋଇଛି। ଏଥିରେ ସନ୍ନିବେଶିତ କବିତା ଗୁଡ଼ିକ ପୂର୍ବ ସଙ୍କଳନ ପରି ଛନ୍ଦୋବଦ୍ଧ ଓ ସୁୁଖପାଠ୍ୟ। ଛନ୍ଦୋବଦ୍ଧ କବିତା ଲେଖିବା କବିଙ୍କର ବିଶେଷତ୍ବ। ଭାଷା ଯେପରି ସରଳ ଭାବ ସେହି ପରି ତରଳ। ଲାଳିତ୍ୟରେ ପୁଟ ଦିଆ କବିତା ଗୁଡିକ ପାଠକଲେ ଲାଗେ ନଦୀର ସ୍ରୋତ ପରି ଏହା ପ୍ରବାହିତ ହେଉଅଛି । ଆଜିକାଲିର ଆଧୁନିକ କବିତା ଭଳି ଦୁର୍ବୋଧ୍ୟତା ଓ ଅବୋଧ୍ୟତା କୌଣସି କବିତାରେ ପରିଲକ୍ଷିତ ହୁଏ ନାହିଁ । କ୍ଷୁଦ୍ର ବୃହତ ସତୁରିଟି କବିତାର ଗୁଚ୍ଛ ଏ ସଂକଳନ । କଥାବସ୍ତୁ କେବଳ ଓଡ଼ିଶାରେ ସୀମିତ ନରହି ଏହା ବିସ୍ତାରୀ ଯାଇଛି ସାରା ବିଶ୍ବକୁ । ବିଷୟ ବସ୍ତୁରେ ସ୍ଥାନ ପାଇଛି ରାମାୟଣ ଓ ମହାଭାରତର ଗଳ୍ପ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧର ବିଭୀଷିକା, କୋଭିଡ଼ ମହାମାରୀ ସମୟରେ ଜୀବନ ଓ ଜୀବିକା, ଆଧ୍ୟାତ୍ମିକ, ସାମାଜିଜ,  ରାଜନୈତିକ, ବ୍ୟଙ୍ଗ ଓ ରମ୍ୟ ରଚନା ।  ନାନା ପ୍ରକାର ବିଷୟ ବସ୍ତୁ ହୋଇ ଥିବାରୁ ଏହାର ସମସ୍ତ କବିତାକୁ ସାତଟି ବିଭାଗରେ ବିଭକ୍ତ କରା ହୋଇଅଛି । କବିତା ଗୁଡ଼ିକରେ ଓଡିଆ ଓ ଓଡିଶାର ଚିରାଚରିତ କବିତା ଶୈଳୀ ସହ ସନେଟ୍‌, ଲିରିକ୍ସ, ଏଲିଜି ଓ ବାଲାଡରେ ଭରପୁର । ଆଶାକରା ଯାଏ ଏ କବିତା ସଂକଳନ ପୂର୍ବ ସଂକଳନ ପରି ପୁଣି ଥରେ ପାଠକ/ପାଠିକା ମାନଙ୍କର ଦୃଦୟଗ୍ରାହୀ ହୋଇ ତାଙ୍କୁ ଆମୋଦ ପ୍ରଦାନ କରିବାରେ ସକ୍ଷମ ହେବ ।



EAN: 9781645605560
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13723 opinii
pixel