📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
Biswa Jeebana Shantiniketan - Meher Manindra Kumar

Biswa Jeebana Shantiniketan - Meher Manindra Kumar

ମୁଁ ଶାନ୍ତିନିକେତନର ଛାତ୍ର ନଥିଲି ଆଦୌ । ତଥାପି ଏହି ବିଶ୍ୱ ବିଖ୍ୟାତ ପ୍ରତିଷ୍ଠାନ ପ୍ରତି ମୋର ଗଭୀର ଆକର୍ଷଣ ରହିଥିଲା, ପୂର୍ବ ଜନ୍ମର ସ୍ମୃତି ସହିତ ସଂଯୁକ୍ତ ହୋଇଯିବା ପରି ଅପୂର୍ବ । ୧୯୯୭ ମସିହାରେ ଯେତେବେଳେ ମୋର ଅତ୍ୟନ୍ତ ପ୍ରିୟ ଛାତ୍ର ଓ ଅନୁଜ, ସଂପ୍ରତି ସମ୍ବଲପୁର ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଡକ୍ଟର ଶୁକମୁନି ମେହେରଙ୍କ ସହିତ ପ୍ରବେଶ କଲୁ ଶାନ୍ତିନିକେତନ ପରିସରକୁ, ସେତେବେଳେ ମନେ ହେଉଥିଲା ଯେପରିକି ସ୍ୱୟଂ ରବୀନ୍ଦ୍ରନାଥ ଆମକୁ ଦେଖିବା ପାଇଁ ଚାହିଁ ରହିଥିଲେ ଉତ୍କଣ୍ଠିତ ହୋଇ । ମୋର ଅନ୍ୟତମ ଛାତ୍ର ତଥା ମୋ ଆତ୍ମାର ଅବିଚ୍ଛେଦ୍ୟ ଅଂଶ ବର୍ତ୍ତମାନ ଅଧ୍ୟାପକ ଡକ୍ଟର ଲକ୍ଷ୍ମଣ କୁମାର ପଧାନ ସେ ସମୟରେ ଅଧ୍ୟୟନ କରୁଥାନ୍ତି ଓଡ଼ିଆ ବିଭାଗରେ । ତାଙ୍କରି ଆଖି ଦୁଇଟି ମାଧ୍ୟମରେ ମୁଁ ଦେଖୁଥିଲି ସତେକି ପ୍ରତ୍ୟକ୍ଷ ଭାବରେ ଶାନ୍ତିନିକେତନର ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ । ପରବର୍ତ୍ତୀ ସମୟରେ ସେଠାରେ ପିଏଚ୍‌ଡି ଡିଗ୍ରୀ ନିମିତ୍ତ ଗବେଷଣା କରିବାକୁ ଯାଆନ୍ତି ସ୍ନେହାଧୀନ ଆଜ୍ଞାଧୀନ ସମର୍ପିତ ହୃଦୟ ଧାରଣ-ସକ୍ଷମ ଡକ୍ଟର ବାଳକୃଷ୍ଣ ବେହେରା । ଲକ୍ଷ୍ମଣ ଥିବାବେଳେ ଯାଇଛି ଯେପରି ଶାନ୍ତିନିକେତନକୁ ସେହିପରି ବାଳକୃଷ୍ଣଙ୍କ ସମୟରେ ମଧ୍ୟ । କାୟା ସହିତ ଛାୟା ପରି ଅବିଚ୍ଛନ୍ନ ଥିଲେ ଓ ସାରା ଶାନ୍ତିନିକେତନର କୋଣ ଅନୁକୋଣକୁ ନେଇ ଯାଇଥିଲେ ଏହି ଦୁଇଜଣ ଯେଉଁ ଅନିର୍ବଚନୀୟ ଉତ୍ସାହ ସହିତ, ବୁଲାଇ ଦେଇଥିଲେ ଓ ଭିଜାଇ ଦେଇଥିଲେ ତାଙ୍କର ଅନୁରାଗଦୀପ୍ତ ଆଗ୍ରହ ବଳରେ ତାକୁ ଏ ଜନ୍ମରେ ବିସ୍ମୃତ ହୋଇଯିବା ଏକାନ୍ତ ଅସମ୍ଭବ ।

ଶାନ୍ତିନିକେତନ ଭ୍ରମଣାନୁଭୂତି ମୁଁ ଲେଖିଥିଲି ବରପାଲି କଲେଜର ମୁଖପତ୍ରରେ । ଏ ଅନୁଭୂତି ଦିନେ ଯେ ମୋତେ ଏପରି ପୁସ୍ତକଟିଏ ଲେଖିବା ପାଇଁ ପ୍ରଚୋଦିତ କରିବ, ଏହା ଭାବିପାରି ନଥିଲି କେବେହେଲେ । ଜୀବନରେ ଏକ ଏକ ସଂଯୋଗ ଏପରି ଘଟିଥାଏ ଯାହା ଅଚିନ୍ତନୀୟ ଓ କଳ୍ପନାତୀତ ।




EAN: 9781645603320
Symbol
196GST03527KS
Rok wydania
2024
Strony
208
Oprawa
Miekka
Format
14.0x21.6cm
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
89,78 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
196GST03527KS
Kod producenta
9781645603320
Rok wydania
2024
Strony
208
Oprawa
Miekka
Format
14.0x21.6cm
Autorzy
Meher Manindra Kumar

ମୁଁ ଶାନ୍ତିନିକେତନର ଛାତ୍ର ନଥିଲି ଆଦୌ । ତଥାପି ଏହି ବିଶ୍ୱ ବିଖ୍ୟାତ ପ୍ରତିଷ୍ଠାନ ପ୍ରତି ମୋର ଗଭୀର ଆକର୍ଷଣ ରହିଥିଲା, ପୂର୍ବ ଜନ୍ମର ସ୍ମୃତି ସହିତ ସଂଯୁକ୍ତ ହୋଇଯିବା ପରି ଅପୂର୍ବ । ୧୯୯୭ ମସିହାରେ ଯେତେବେଳେ ମୋର ଅତ୍ୟନ୍ତ ପ୍ରିୟ ଛାତ୍ର ଓ ଅନୁଜ, ସଂପ୍ରତି ସମ୍ବଲପୁର ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଡକ୍ଟର ଶୁକମୁନି ମେହେରଙ୍କ ସହିତ ପ୍ରବେଶ କଲୁ ଶାନ୍ତିନିକେତନ ପରିସରକୁ, ସେତେବେଳେ ମନେ ହେଉଥିଲା ଯେପରିକି ସ୍ୱୟଂ ରବୀନ୍ଦ୍ରନାଥ ଆମକୁ ଦେଖିବା ପାଇଁ ଚାହିଁ ରହିଥିଲେ ଉତ୍କଣ୍ଠିତ ହୋଇ । ମୋର ଅନ୍ୟତମ ଛାତ୍ର ତଥା ମୋ ଆତ୍ମାର ଅବିଚ୍ଛେଦ୍ୟ ଅଂଶ ବର୍ତ୍ତମାନ ଅଧ୍ୟାପକ ଡକ୍ଟର ଲକ୍ଷ୍ମଣ କୁମାର ପଧାନ ସେ ସମୟରେ ଅଧ୍ୟୟନ କରୁଥାନ୍ତି ଓଡ଼ିଆ ବିଭାଗରେ । ତାଙ୍କରି ଆଖି ଦୁଇଟି ମାଧ୍ୟମରେ ମୁଁ ଦେଖୁଥିଲି ସତେକି ପ୍ରତ୍ୟକ୍ଷ ଭାବରେ ଶାନ୍ତିନିକେତନର ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ । ପରବର୍ତ୍ତୀ ସମୟରେ ସେଠାରେ ପିଏଚ୍‌ଡି ଡିଗ୍ରୀ ନିମିତ୍ତ ଗବେଷଣା କରିବାକୁ ଯାଆନ୍ତି ସ୍ନେହାଧୀନ ଆଜ୍ଞାଧୀନ ସମର୍ପିତ ହୃଦୟ ଧାରଣ-ସକ୍ଷମ ଡକ୍ଟର ବାଳକୃଷ୍ଣ ବେହେରା । ଲକ୍ଷ୍ମଣ ଥିବାବେଳେ ଯାଇଛି ଯେପରି ଶାନ୍ତିନିକେତନକୁ ସେହିପରି ବାଳକୃଷ୍ଣଙ୍କ ସମୟରେ ମଧ୍ୟ । କାୟା ସହିତ ଛାୟା ପରି ଅବିଚ୍ଛନ୍ନ ଥିଲେ ଓ ସାରା ଶାନ୍ତିନିକେତନର କୋଣ ଅନୁକୋଣକୁ ନେଇ ଯାଇଥିଲେ ଏହି ଦୁଇଜଣ ଯେଉଁ ଅନିର୍ବଚନୀୟ ଉତ୍ସାହ ସହିତ, ବୁଲାଇ ଦେଇଥିଲେ ଓ ଭିଜାଇ ଦେଇଥିଲେ ତାଙ୍କର ଅନୁରାଗଦୀପ୍ତ ଆଗ୍ରହ ବଳରେ ତାକୁ ଏ ଜନ୍ମରେ ବିସ୍ମୃତ ହୋଇଯିବା ଏକାନ୍ତ ଅସମ୍ଭବ ।

ଶାନ୍ତିନିକେତନ ଭ୍ରମଣାନୁଭୂତି ମୁଁ ଲେଖିଥିଲି ବରପାଲି କଲେଜର ମୁଖପତ୍ରରେ । ଏ ଅନୁଭୂତି ଦିନେ ଯେ ମୋତେ ଏପରି ପୁସ୍ତକଟିଏ ଲେଖିବା ପାଇଁ ପ୍ରଚୋଦିତ କରିବ, ଏହା ଭାବିପାରି ନଥିଲି କେବେହେଲେ । ଜୀବନରେ ଏକ ଏକ ସଂଯୋଗ ଏପରି ଘଟିଥାଏ ଯାହା ଅଚିନ୍ତନୀୟ ଓ କଳ୍ପନାତୀତ ।




EAN: 9781645603320
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13723 opinii
pixel