📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
Jajabarara Jabanabandi - Mahapatra Umakanta

ମୋର ଅନେକ ବନ୍ଧୁ ଓ ପରିଚିତ ମୋତେ ମୋର ଚାକିରୀ ଜୀବନର ଅଭିଜ୍ଞତା ଲେଖିବାକୁ ପ୍ରବର୍ତ୍ତାଉ ଥିଲେ । କିନ୍ତୁ ମୁଁ ଏହା କରିବାକୁ ମୋଟେ ପ୍ରସ୍ତୁତ ନଥିଲି । ତା'ର ପ୍ରଧାନ କାରଣ ଯେ ମୁଁ ପ୍ରାୟ ଯେତେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଆତ୍ମଜୀବନୀ ବା ସ୍ମରଣିକା ପଢ଼ିଛି, ପ୍ରାୟ ସବୁଠାରେ 'ମୁଁ ' କଥାଟାର ସ୍ୱର ବଡ଼ ଉଚ୍ଚ । ଅନେକ କ୍ଷେତ୍ରରେ ଆଖି ଆଗର ଆଙ୍ଗୁଠି ଦୂର ପର୍ବତକୁ ଘୋଡାଇ ଦେଇଛି । ତାହାଛଡ଼ା ଏକ ଔଚିତ୍ୟର ଗୁରୁତର ପ୍ରଶ୍ନ ଅଛି । ଚାକିରୀ ଜୀବନରେ ମୁଁ କ'ଣ କରିଥିଲି, ତାହା ପ୍ରକାଶ କରିବା ଅନୈତିକ ଏବଂ ବହୁ କ୍ଷେତ୍ରରେ ବେଆଇନ । ଏଣୁ ଏଥିରୁ ବିରତ ରହି ଏଣୁ ତେଣୁ ଯଥା ପ୍ରବନ୍ଧ ଓ ରମ୍ୟ ରଚନା ଆଦି ଲେଖୁଥଲି ଏବଂ ଲେଖୁଛି ।

ତେବେ ଦିନେ ଧରିତ୍ରୀ ଅଫିସ୍‌ରେ ଶ୍ରୀ ତଥାଗତ ଶତପଥୀଙ୍କ ସହ ଆଲୋଚନା ବେଳେ ଏକ ନୂତନ ଦୃଷ୍ଟିକୋଣ ମିଳିଲା । ମନୁଷ୍ୟର ପ୍ରକୃତ ଜୀବନ ତ ଏଇ କୋଡ଼ିଏରୁ ଷାଠିଏ ମଧ୍ୟରେ । ସେଥିରୁ ପ୍ରାୟ ଅଧିକାଂଶ ସମୟ ଚାକିରୀ ଜୀବନ । ସେଠି କେତେ ଲୋକଙ୍କୁ ଦେଖିଲି । କେତେ ଅଜଣାଙ୍କୁ ଜାଣିଲି । ତାଙ୍କ ଭିତରୁ କେତେ ଜନ୍ମଗତ ଅଦ୍ୱିତୀୟ, କେତେ ଅବସ୍ଥାଚକ୍ରରେ ପଡ଼ି ସ୍ମରଣୀୟ । କେତେ ପୁଣି ନିଜର ବ୍ୟକ୍ତିତ୍ୱ ବଳରେ ଅସାଧାରଣ ଓ ସ୍ମରଣୀୟ । ଏମାନଙ୍କ ବ୍ୟକ୍ତିତ୍ୱ ଲୋକଲୋଚନକୁ ଆଣିବା ଯୋଗ୍ୟ । ଏହି ଧାରଣାରୁ ଯାଯାବର ସିରିଜ୍‌ର ଜନ୍ମ । ଏହା ୧୯୯୩ ଆରମ୍ଭରୁ ଧରିତ୍ରୀରେ ଧାରାବାହିକ ରୂପେ ପ୍ରକାଶ ପାଉଥିଲା । ଅବଶ୍ୟ ଏହି ଚରିତ୍ରମାନଙ୍କୁ ଉପସ୍ଥାପିତ କରିବାରେ ଘଟଣାବଳୀ ଠିକ୍ ଯେପରି ଲେଖାହୋଇଛି, ସେପରି ଘଟି ନଥାଇପାରେ । କାରଣ ପ୍ରକାଶ ଲାଗି କିଛିଟା ପରିବର୍ତ୍ତନ ଆବଶ୍ୟକ ହୋଇପଡ଼େ । ମୋର ଦୃଢ଼ ବିଶ୍ୱାସ ଯେ ମୁଁ ସେମାନଙ୍କ ପ୍ରତି କଦାପି ବିଶ୍ୱାସଘାତ କରିନାହିଁ । ମୋ ଶକ୍ତି ଅନୁଯାୟୀ ନ୍ୟାୟ କରିଛି ।

ମୋର ଅବଶ୍ୟ ଯାଯାବର ଜୀବନ । ଉତ୍ତର ଓ ଉତ୍ତର-ପୂର୍ବ ଭାରତରେ ବହୁତ ବୁଲିଲି । ମୋର ବଡ଼ ଆନନ୍ଦ ଯେ ସେଠାର ମାଟି ଓ ସେଠାର ମଣିଷଙ୍କୁ ଭଲପାଇ ପାରିଛି । ଆଶାକରେ ଠାକୁର ସାହେବ, ପେମା ଡୋମା ଏବଂ ବିଶେଷକରି ନକ୍‌ଚୁଂ ଯେକି ଫେରିଲା ନାହିଁ - ଇତ୍ୟାଦି ଆପଣଙ୍କୁ ଭଲ ଲାଗିବେ ।

EAN: 9781645605980
Symbol
700GYU03527KS
Rok wydania
2024
Strony
150
Oprawa
Miekka
Format
14.0x21.6cm
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
84,94 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
700GYU03527KS
Kod producenta
9781645605980
Rok wydania
2024
Strony
150
Oprawa
Miekka
Format
14.0x21.6cm
Autorzy
Mahapatra Umakanta

ମୋର ଅନେକ ବନ୍ଧୁ ଓ ପରିଚିତ ମୋତେ ମୋର ଚାକିରୀ ଜୀବନର ଅଭିଜ୍ଞତା ଲେଖିବାକୁ ପ୍ରବର୍ତ୍ତାଉ ଥିଲେ । କିନ୍ତୁ ମୁଁ ଏହା କରିବାକୁ ମୋଟେ ପ୍ରସ୍ତୁତ ନଥିଲି । ତା'ର ପ୍ରଧାନ କାରଣ ଯେ ମୁଁ ପ୍ରାୟ ଯେତେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଆତ୍ମଜୀବନୀ ବା ସ୍ମରଣିକା ପଢ଼ିଛି, ପ୍ରାୟ ସବୁଠାରେ 'ମୁଁ ' କଥାଟାର ସ୍ୱର ବଡ଼ ଉଚ୍ଚ । ଅନେକ କ୍ଷେତ୍ରରେ ଆଖି ଆଗର ଆଙ୍ଗୁଠି ଦୂର ପର୍ବତକୁ ଘୋଡାଇ ଦେଇଛି । ତାହାଛଡ଼ା ଏକ ଔଚିତ୍ୟର ଗୁରୁତର ପ୍ରଶ୍ନ ଅଛି । ଚାକିରୀ ଜୀବନରେ ମୁଁ କ'ଣ କରିଥିଲି, ତାହା ପ୍ରକାଶ କରିବା ଅନୈତିକ ଏବଂ ବହୁ କ୍ଷେତ୍ରରେ ବେଆଇନ । ଏଣୁ ଏଥିରୁ ବିରତ ରହି ଏଣୁ ତେଣୁ ଯଥା ପ୍ରବନ୍ଧ ଓ ରମ୍ୟ ରଚନା ଆଦି ଲେଖୁଥଲି ଏବଂ ଲେଖୁଛି ।

ତେବେ ଦିନେ ଧରିତ୍ରୀ ଅଫିସ୍‌ରେ ଶ୍ରୀ ତଥାଗତ ଶତପଥୀଙ୍କ ସହ ଆଲୋଚନା ବେଳେ ଏକ ନୂତନ ଦୃଷ୍ଟିକୋଣ ମିଳିଲା । ମନୁଷ୍ୟର ପ୍ରକୃତ ଜୀବନ ତ ଏଇ କୋଡ଼ିଏରୁ ଷାଠିଏ ମଧ୍ୟରେ । ସେଥିରୁ ପ୍ରାୟ ଅଧିକାଂଶ ସମୟ ଚାକିରୀ ଜୀବନ । ସେଠି କେତେ ଲୋକଙ୍କୁ ଦେଖିଲି । କେତେ ଅଜଣାଙ୍କୁ ଜାଣିଲି । ତାଙ୍କ ଭିତରୁ କେତେ ଜନ୍ମଗତ ଅଦ୍ୱିତୀୟ, କେତେ ଅବସ୍ଥାଚକ୍ରରେ ପଡ଼ି ସ୍ମରଣୀୟ । କେତେ ପୁଣି ନିଜର ବ୍ୟକ୍ତିତ୍ୱ ବଳରେ ଅସାଧାରଣ ଓ ସ୍ମରଣୀୟ । ଏମାନଙ୍କ ବ୍ୟକ୍ତିତ୍ୱ ଲୋକଲୋଚନକୁ ଆଣିବା ଯୋଗ୍ୟ । ଏହି ଧାରଣାରୁ ଯାଯାବର ସିରିଜ୍‌ର ଜନ୍ମ । ଏହା ୧୯୯୩ ଆରମ୍ଭରୁ ଧରିତ୍ରୀରେ ଧାରାବାହିକ ରୂପେ ପ୍ରକାଶ ପାଉଥିଲା । ଅବଶ୍ୟ ଏହି ଚରିତ୍ରମାନଙ୍କୁ ଉପସ୍ଥାପିତ କରିବାରେ ଘଟଣାବଳୀ ଠିକ୍ ଯେପରି ଲେଖାହୋଇଛି, ସେପରି ଘଟି ନଥାଇପାରେ । କାରଣ ପ୍ରକାଶ ଲାଗି କିଛିଟା ପରିବର୍ତ୍ତନ ଆବଶ୍ୟକ ହୋଇପଡ଼େ । ମୋର ଦୃଢ଼ ବିଶ୍ୱାସ ଯେ ମୁଁ ସେମାନଙ୍କ ପ୍ରତି କଦାପି ବିଶ୍ୱାସଘାତ କରିନାହିଁ । ମୋ ଶକ୍ତି ଅନୁଯାୟୀ ନ୍ୟାୟ କରିଛି ।

ମୋର ଅବଶ୍ୟ ଯାଯାବର ଜୀବନ । ଉତ୍ତର ଓ ଉତ୍ତର-ପୂର୍ବ ଭାରତରେ ବହୁତ ବୁଲିଲି । ମୋର ବଡ଼ ଆନନ୍ଦ ଯେ ସେଠାର ମାଟି ଓ ସେଠାର ମଣିଷଙ୍କୁ ଭଲପାଇ ପାରିଛି । ଆଶାକରେ ଠାକୁର ସାହେବ, ପେମା ଡୋମା ଏବଂ ବିଶେଷକରି ନକ୍‌ଚୁଂ ଯେକି ଫେରିଲା ନାହିଁ - ଇତ୍ୟାଦି ଆପଣଙ୍କୁ ଭଲ ଲାଗିବେ ।

EAN: 9781645605980
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13713 opinii
pixel