📦Darmowa dostawa od 69 zł - do Żabki oraz automatów i punktów GLS! Przy mniejszych zamówieniach zapłacisz jedynie 4,99 zł!🚚
Darmowa dostawa od 69,00 zł
Ulka - Bhutia Sanghamitra

Ulka - Bhutia Sanghamitra

କବିତା ରାଜ୍ୟର ଏ ନବାଗତା ଆରାଧିକା ସଂଘମିତ୍ରାଙ୍କ ଏ ସଂକଳନର କବିତା ମତେ କାହିଁକି ଭଲ ଲାଗିଲା ପ୍ରଶ୍ନର ସଂକ୍ଷିପ୍ତ ଉତ୍ତର ହେବ : ୧- କବି ଯେଉଁ ପରିବେଶରେ ଜୀବନ ଜିଉଁଛି, ସେହି ଜୀବନ ଓ ପରିବେଶକୁ ଗଭୀର ଓ ନିବିଡ଼ ଭାବରେ ଭଲ ପାଇବାର ଅନୁଭବରୁ ତା'ର କବିତା-ଚେତନାର ଉଦ୍ଭବ ହେଉଛି ବୋଲି ମୋର ଅବବୋଧ। ୨- କବି ନିଜ କଳ୍ପନାର ଚିତ୍ରମାନଙ୍କୁ ଆଙ୍କିଲା ବେଳେ ଖୁବ୍ ଶବ୍ଦ ମିତବ୍ୟୟୀ ଓ ତାଙ୍କ ଉପମା, ରୂପକ, ବିମ୍ବ ଆଦି ବସ୍ତୁ ଜଗତର ସାଯୁଜ୍ୟରେ ଖଚିତ। ୩- କବିତା ରଚନାରେ ଉଚ୍ଛ୍ୱାସ, ସ୍ୱତଃସ୍ଫୁର୍ତ୍ତତା ଅପେକ୍ଷା ନିୟନ୍ତ୍ରିତ ଝଲକ ବା ଝକ୍ଟ୍ରବକ୍ସଳ ଉପରେ ତାଙ୍କ ଗୁରୂତ୍ୱାରୋପ। ୪- ଅନୁଭବର ସୌନ୍ଦର୍ଯ୍ୟ, ସମ୍ବେଦନା, ବିଦ୍ରୋହ ବା ପ୍ରେମର ବର୍ଣ୍ଣନା ନ କରି ସେ ନିର୍ମାଣ କରନ୍ତି ଏକ ଛାୟାଚ୍ଛନ୍ନ ପ୍ରଚ୍ଛଦ। ଖୁବ୍ ଧୀରି ଧୀରି ତନ୍ମୟତାରେ ଯାହା ଭେଦେ। ୫- କବିତାର ପ୍ରଥମ ଶବ୍ଦରୁ ଶେଷ ଶବ୍ଦ ଯାଏଁ ଏକ ଅସ୍ପଷ୍ଟ ଧ୍ୱନିର ଅନୁରଣନ ତାଙ୍କ କବିତାକୁ ମନ୍ତ୍ରସିଦ୍ଧ କରେ। ମୋ ଦୃଷ୍ଟିରେ ଭଲ କବିତାର ଏ ଗୁଣଗୁଡ଼ିକ ମୁଁ ସମସ୍ତ କବିଙ୍କ ଠାରୁ ଆଶାକରେ, ସଂଘମିତ୍ରାଙ୍କ ପାଖରେ ପାଏ।

କବିତା ଲେଖା ଓ ପାହାଡ଼ ଚଢ଼ାରୁ ଅର୍ଜୁଥିବା କ୍ଷତର ଜ୍ୱଳନ ରୁଗୁରୁଗୁ କିନ୍ତୁ ଆନନ୍ଦଦାୟୀ। ପ୍ରିୟ କବି, ଏ ପାହାଡ଼ ଚଢ଼ାର ଅନ୍ତ ନହେଉ! ପାହାଡ଼ର ଆରକୂଳରେ ପାହାଡ଼, ସେ ପାହାଡ଼ର ଆରକୂଳରେ ଆହୁରି ପାହାଡ଼, ଶିଖର ପରେ ଶିଖର, ଆହୁରି ଶିଖରମାନ ତୁମ କ୍ଷତରକ୍ତରେ ରଙ୍ଗ ମାଖନ୍ତୁ। ପଚାରନା କବି, କେଉଁ ରଙ୍ଗର ରକ୍ତ! ---ପ୍ରଦୀପ କୁମାର ପଣ୍ଡା, ବରିଷ୍ଠ କବି



EAN: 9781645606321
Symbol
891HAC03527KS
Rok wydania
2024
Strony
120
Oprawa
Miekka
Format
14.0x21.6cm
Więcej szczegółów
Bez ryzyka
14 dni na łatwy zwrot
Szeroki asortyment
ponad milion pozycji
Niskie ceny i rabaty
nawet do 50% każdego dnia
79,99 zł
/ szt.
Najniższa cena z 30 dni przed obniżką: / szt.
Cena regularna: / szt.
Możesz kupić także poprzez:
Do darmowej dostawy brakuje69,00 zł
Najtańsza dostawa 0,00 złWięcej
14 dni na łatwy zwrot
Bezpieczne zakupy
Kup teraz i zapłać za 30 dni jeżeli nie zwrócisz
Kup teraz, zapłać później - 4 kroki
Przy wyborze formy płatności, wybierz PayPo.PayPo - kup teraz, zapłać za 30 dni
PayPo opłaci twój rachunek w sklepie.
Na stronie PayPo sprawdź swoje dane i podaj pesel.
Po otrzymaniu zakupów decydujesz co ci pasuje, a co nie. Możesz zwrócić część albo całość zamówienia - wtedy zmniejszy się też kwota do zapłaty PayPo.
W ciągu 30 dni od zakupu płacisz PayPo za swoje zakupy bez żadnych dodatkowych kosztów. Jeśli chcesz, rozkładasz swoją płatność na raty.
Ten produkt nie jest dostępny w sklepie stacjonarnym
Symbol
891HAC03527KS
Kod producenta
9781645606321
Rok wydania
2024
Strony
120
Oprawa
Miekka
Format
14.0x21.6cm
Autorzy
Bhutia Sanghamitra

କବିତା ରାଜ୍ୟର ଏ ନବାଗତା ଆରାଧିକା ସଂଘମିତ୍ରାଙ୍କ ଏ ସଂକଳନର କବିତା ମତେ କାହିଁକି ଭଲ ଲାଗିଲା ପ୍ରଶ୍ନର ସଂକ୍ଷିପ୍ତ ଉତ୍ତର ହେବ : ୧- କବି ଯେଉଁ ପରିବେଶରେ ଜୀବନ ଜିଉଁଛି, ସେହି ଜୀବନ ଓ ପରିବେଶକୁ ଗଭୀର ଓ ନିବିଡ଼ ଭାବରେ ଭଲ ପାଇବାର ଅନୁଭବରୁ ତା'ର କବିତା-ଚେତନାର ଉଦ୍ଭବ ହେଉଛି ବୋଲି ମୋର ଅବବୋଧ। ୨- କବି ନିଜ କଳ୍ପନାର ଚିତ୍ରମାନଙ୍କୁ ଆଙ୍କିଲା ବେଳେ ଖୁବ୍ ଶବ୍ଦ ମିତବ୍ୟୟୀ ଓ ତାଙ୍କ ଉପମା, ରୂପକ, ବିମ୍ବ ଆଦି ବସ୍ତୁ ଜଗତର ସାଯୁଜ୍ୟରେ ଖଚିତ। ୩- କବିତା ରଚନାରେ ଉଚ୍ଛ୍ୱାସ, ସ୍ୱତଃସ୍ଫୁର୍ତ୍ତତା ଅପେକ୍ଷା ନିୟନ୍ତ୍ରିତ ଝଲକ ବା ଝକ୍ଟ୍ରବକ୍ସଳ ଉପରେ ତାଙ୍କ ଗୁରୂତ୍ୱାରୋପ। ୪- ଅନୁଭବର ସୌନ୍ଦର୍ଯ୍ୟ, ସମ୍ବେଦନା, ବିଦ୍ରୋହ ବା ପ୍ରେମର ବର୍ଣ୍ଣନା ନ କରି ସେ ନିର୍ମାଣ କରନ୍ତି ଏକ ଛାୟାଚ୍ଛନ୍ନ ପ୍ରଚ୍ଛଦ। ଖୁବ୍ ଧୀରି ଧୀରି ତନ୍ମୟତାରେ ଯାହା ଭେଦେ। ୫- କବିତାର ପ୍ରଥମ ଶବ୍ଦରୁ ଶେଷ ଶବ୍ଦ ଯାଏଁ ଏକ ଅସ୍ପଷ୍ଟ ଧ୍ୱନିର ଅନୁରଣନ ତାଙ୍କ କବିତାକୁ ମନ୍ତ୍ରସିଦ୍ଧ କରେ। ମୋ ଦୃଷ୍ଟିରେ ଭଲ କବିତାର ଏ ଗୁଣଗୁଡ଼ିକ ମୁଁ ସମସ୍ତ କବିଙ୍କ ଠାରୁ ଆଶାକରେ, ସଂଘମିତ୍ରାଙ୍କ ପାଖରେ ପାଏ।

କବିତା ଲେଖା ଓ ପାହାଡ଼ ଚଢ଼ାରୁ ଅର୍ଜୁଥିବା କ୍ଷତର ଜ୍ୱଳନ ରୁଗୁରୁଗୁ କିନ୍ତୁ ଆନନ୍ଦଦାୟୀ। ପ୍ରିୟ କବି, ଏ ପାହାଡ଼ ଚଢ଼ାର ଅନ୍ତ ନହେଉ! ପାହାଡ଼ର ଆରକୂଳରେ ପାହାଡ଼, ସେ ପାହାଡ଼ର ଆରକୂଳରେ ଆହୁରି ପାହାଡ଼, ଶିଖର ପରେ ଶିଖର, ଆହୁରି ଶିଖରମାନ ତୁମ କ୍ଷତରକ୍ତରେ ରଙ୍ଗ ମାଖନ୍ତୁ। ପଚାରନା କବି, କେଉଁ ରଙ୍ଗର ରକ୍ତ! ---ପ୍ରଦୀପ କୁମାର ପଣ୍ଡା, ବରିଷ୍ଠ କବି



EAN: 9781645606321
Potrzebujesz pomocy? Masz pytania?Zadaj pytanie a my odpowiemy niezwłocznie, najciekawsze pytania i odpowiedzi publikując dla innych.
Zapytaj o produkt
Jeżeli powyższy opis jest dla Ciebie niewystarczający, prześlij nam swoje pytanie odnośnie tego produktu. Postaramy się odpowiedzieć tak szybko jak tylko będzie to możliwe. Dane są przetwarzane zgodnie z polityką prywatności. Przesyłając je, akceptujesz jej postanowienia.
Napisz swoją opinię
Twoja ocena:
5/5
Dodaj własne zdjęcie produktu:
Prawdziwe opinie klientów
4.8 / 5.0 13712 opinii
pixel